Saturday, June 27, 2026
30 C
Odisha

    କେନ୍ଦ୍ରାପଡ଼ା-ଧାମରାକୁ ବଢ଼ିଲା ବିପଦ

    ଆଗକୁ ପଢନ୍ତୁ

    ପୁରୀ: ବାତ୍ୟା ଯେତେ ପାଖେଇ ଆସୁଛି ଲୋକଙ୍କ ମନରେ ସେତେ ଛନକ। ପଶୁଛି।। ଓଡ଼ିଶା ଉପକୂଳମୁହାଁ ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୫ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ। ଏହାକୁ ନେଇ ଧାମରାକୁ ସର୍ବୋଚ୍ଚ ୧୦ନଂ ବିପଦ ସଙ୍କେତ ଜାରି କରାଯାଇଛି। ସେହିଭଳି ଚାନ୍ଦବାଲି-ପୁରୀ ବନ୍ଦରକୁ ମଧ୍ୟ ୧୦ନଂ ବିପଦ ସଙ୍କେତ, ଗୋପାଳପୁର ବନ୍ଦରକୁ ୮ନଂ ବିପଦ ସଙ୍କେତ ଜାରି କରାଯାଇଛି। ତେବେ ବାତ୍ୟା ‘ଦାନା’ ପ୍ରଭାବରେ ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପବନ ବହିବା ଆରମ୍ଭ ହୋଇଛି। ୨ ଜିଲାରେ ୩୦ରୁ ୪୦ କିମି ବେଗରେ ପବନ ବହୁଥିବା ନେଇ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    30 ° C
    30 °
    30 °
    68 %
    2kmh
    90 %
    Sat
    29 °
    Sun
    38 °
    Mon
    37 °
    Tue
    34 °
    Wed
    32 °

    ସମ୍ବନ୍ଧିତ