Saturday, April 4, 2026
29 C
Odisha

    କୋଣାର୍କରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ

    ଆଗକୁ ପଢନ୍ତୁ

    କୋଣାର୍କ: କୋଣାର୍କ ସୂର୍ଯ୍ୟ ମନ୍ଦିରରୁ ବାଲି କାଢ଼ିବାରେ ବିଳମ୍ବକୁ ନେଇ ସ୍ଥିତି ଅନୁଧ୍ୟାନ କରିଛନ୍ତି କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ। ସେ ଆଜି କୋଣାର୍କକୁ ଆସି ସ୍ଥିତି ପରଖିଛନ୍ତି। ବାଲି କାଢ଼ିବାରେ କାହିଁକି ବିଳମ୍ବ ହେଉଛି, ସେ ସମ୍ପର୍କରେ ଏ.ଏସ.ଆଇ ସୁପରିଣ୍ଟେଣ୍ଡେଣ୍ଟ ଡି.ବି ଗଡ଼ନାୟକଙ୍କ ସହିତ ଆଲୋଚନା କରିଛନ୍ତି।

    ବାଲି କାଢ଼ିବା ଟ୍ରେସ ମ୍ୟାପ ମଧ୍ୟ ଦେଖିଛନ୍ତି ସେ। କିଭଳି ସୁରକ୍ଷିତ ଭାବରେ ବାଲି କଢ଼ାଯିବ ସେ ସମ୍ପର୍କରେ ବରିଷ୍ଠ ଅଧିକାରୀମାନଙ୍କ ସହିତ ଆଲୋଚନା କରିଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ।ପରେ ସୁର୍ଯ୍ୟ ମନ୍ଦିରର ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ମନ୍ତ୍ରୀ ବିମୋହିତ ହୋଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    29 ° C
    29 °
    29 °
    35 %
    0.8kmh
    84 %
    Sat
    38 °
    Sun
    36 °
    Mon
    38 °
    Tue
    38 °
    Wed
    38 °

    ସମ୍ବନ୍ଧିତ