Tuesday, April 7, 2026
26.1 C
Odisha

    କୋଣାର୍କ ସୂର୍ଯ୍ୟ ମନ୍ଦିରରରେ ଲାଗିଲା ଅସ୍ଥାୟୀ ବ୍ୟାରିକେଡ୍, ଧାଡିରେ ଯାଇ ନିଖୁଣ କାରୁକାର୍ଯ୍ୟ ଦେଖିବେ ପର୍ଯ୍ୟଟକ

    ଆଗକୁ ପଢନ୍ତୁ

    ଗୋପ : କୋଣାର୍କ ସୂର୍ଯ୍ୟ ମନ୍ଦିରରେ ପ୍ରବେଶ ପାଇଁ ଲାଗିଲା ବ୍ୟାରିକେଡ୍ । ନୂଆବର୍ଷ ପୂର୍ବରୁ କୋଣାର୍କ ସୂର୍ଯ୍ୟ ମନ୍ଦିରରେ ପ୍ରବେଶ ପାଇଁ ଲାଗିଲା ଅସ୍ଥାୟୀ ବ୍ୟାରିକେଡ୍ । ଆସନ୍ତାକାଲି ବଡ଼ ଦିନ ।  କୋଣାର୍କ ସୂର୍ଯ୍ୟ ମନ୍ଦିରର କାରୁକାର୍ଯ୍ୟ ଦେଖିବା ପାଇଁ ପର୍ଯ୍ୟଟକଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାରିକେଡ୍ ଲଗାଯାଇଛି । ଧାଡିରେ ଯାଇ ସୂର୍ଯ୍ୟ ମନ୍ଦିରର ନିଖୁଣ କାରୁକାର୍ଯ୍ୟ ଦେଖି ପାରିବେ ପର୍ଯ୍ୟଟକ ।  ଏଏସଆଇ ପକ୍ଷରୁ ପର୍ଯ୍ୟଟକଙ୍କ ସୁରକ୍ଷା ଓ ସୁବିଧାରେ ବୁଲିବା ଲାଗି ଏହି ନୂଆ ପଦକ୍ଷେପ ନିଆଯାଇଛି। ଅନଲାଇନ ଓ ଅଫଲାଇନ ଟିକେଟ କରୁଥିବା ପର୍ଯ୍ୟଟକଙ୍କ ପାଇଁ ସୁବିଧା କରାଯାଉଛି । ଆଉ ଟିକେଟ କଳାବଜାରୀ ହୋଇ ପାରିବନାହିଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.1 ° C
    26.1 °
    26.1 °
    59 %
    3.2kmh
    82 %
    Tue
    31 °
    Wed
    39 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ