Thursday, March 19, 2026
29.1 C
Odisha

    କୋଲକତାରେ ଭୟାବହ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

    ଆଗକୁ ପଢନ୍ତୁ

    କୋଲକତା : କୋଲକତାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ବଡ଼ବଜାର ଏଜରା ଷ୍ଟ୍ରିଟର ଏକ ଇଲୋକ୍ଟ୍ରୋନିକ ଗୋଦାମରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଅଗ୍ନିକାଣ୍ଡ ହେବା ଯୋଗୁଁ ବ୍ୟାପକ କ୍ଷୟକ୍ଷତିର ସୂଚନା ମଳିଛି । ବିଦ୍ୟୁତ୍ ସର୍ଟସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । କିନ୍ତୁ ଏପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଅସ୍ପିଷ୍ଟ ରହିଛି । ଏହାରି ମଧ୍ୟରେ ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଟିମ୍ ପହଞ୍ଚି ଅଗ୍ନିକାଣ୍ଡକୁ ଆୟତ୍ତ କରିବାରେ ସଫଳ ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.1 ° C
    29.1 °
    29.1 °
    35 %
    0.5kmh
    100 %
    Thu
    30 °
    Fri
    34 °
    Sat
    33 °
    Sun
    35 °
    Mon
    36 °

    ସମ୍ବନ୍ଧିତ