Friday, April 3, 2026
39 C
Odisha

    କୋଲେଷ୍ଟରଲ କମ କରାଏ କାଜୁ

    ଆଗକୁ ପଢନ୍ତୁ

    କାଜୁ ଖାଇବାଲାଗି ସ୍ବାଦିଷ୍ଟ ହୋଇଥିବା ବେଳେ ସ୍ବାସ୍ଥ୍ୟ ପାଇଁ ମଧ୍ୟ ହିତକର। ଏଥିରେ ଭିଟାମିନ ଓ ପ୍ରୋଟିନ୍‌ର ମାତ୍ରା ଅଧିକ ରହିଥାଏ। ଏହାକୁ ଖାଇବା ଲାଭଜନକ ହେବା ସହ ଅନେକ ରୋଗକୁ ମୁକ୍ତି ଦେଇଥାଏ ଜାଣନ୍ତୁ ସେ ସମ୍ପର୍କରେ…

    – କାଜୁ ହାଡ଼ ଶକ୍ତକରିବା ସହ ହାର୍ଟ ରୋଗରୁ ମୁକ୍ତି ଦେଇଥାଏ।

    – ଏହା କୋଲେଷ୍ଟରଲ ପରିମାଣ କମ କରିଥାଏ। ଏହା ଶରୀରରେ ଆଇରନ ପରିମାଣ ବଢ଼ାଇଥାଏ।

    – ଏହା ଖାଇବା ଫଳରେ ପାଚନତନ୍ତ୍ର ମଜଭୁତ ହୋଇଥାଏ।

    – ତ୍ୱଚା ଉଜ୍ଜ୍ୱଳ ଦେଖାଯାଇଥାଏ।

    – ମସ୍ତିଷ୍କ ରୋଗରୁ ମୁକ୍ତି ଦେବା ସହ ରକ୍ତଚାପ ନିୟନ୍ତ୍ରଣ କରିଥାଏ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39 ° C
    39 °
    39 °
    18 %
    4.1kmh
    1 %
    Fri
    40 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ