Tuesday, March 10, 2026
29 C
Odisha

    କ୍ବିଣ୍ଟାଲ ପିଛା ୩୧୦୦ ଟଙ୍କାରେ କିଣାଯିବ ଧାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବିଧାନସଭାରେ ରାଜ୍ୟ ବଜେଟ୍ ଆଗତ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ । ବଜେଟର ପ୍ରଥମ ପର୍ଯ୍ୟାୟର ସେ କୃଷି ବଜେଟ ସଂପର୍କରେ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟରେ କୃଷିକୁ ମଧ୍ୟ ଗୁରୁତ୍ବ ଦେଇଛନ୍ତି। କୃଷି ଓ ଅନୁଷଙ୍ଗିକ କ୍ଷେତ୍ର ହେଉଛି ରାଜ୍ୟର ପ୍ରମୁଖ ନିଯୁକ୍ତିପ୍ରଦାନକାରୀ କ୍ଷେତ୍ର । ୨୦୨୩-୨୪ ଆର୍ଥିକ ୨୪୮୨୯ କୋଟି ୨୦୨୪-୨୫ରେ ୩୬% ବୃଦ୍ଧି କରି ୩୩୯୧୯ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ଧାନକ୍ରୟ ବ୍ୟସ୍ଥାକୁ ସରଳ କରାଯିବ ଓ କଟନିଛଟନିକୁ ବନ୍ଦ କରାଯାଇ ଆର୍ଦ୍ରତା ପରିମାଣକ ମେସିନ ବ୍ୟବହାର କରାଯିବ । କ୍ବିଣ୍ଟାଲ ପିଛା ୩୧୦୦ ଟଙ୍କାରେ ଧାନ କିଣାଯିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    29 ° C
    29 °
    29 °
    40 %
    2.7kmh
    39 %
    Tue
    31 °
    Wed
    38 °
    Thu
    38 °
    Fri
    39 °
    Sat
    40 °

    ସମ୍ବନ୍ଧିତ