Tuesday, March 24, 2026
29.2 C
Odisha

    କ୍ରୀଡା ସାମ୍ବାଦିକଙ୍କୁ ଆକ୍ରମଣ କରି ଲହୁଲୁହାଣ କଲେ ଦୁର୍ବୃତ୍ତ

    ଆଗକୁ ପଢନ୍ତୁ

    କ୍ରୀଡା ସାମ୍ବାଦିକ ସରୋଜ ଜେନାଙ୍କୁ ମରଣାନ୍ତକ ଆକ୍ରମଣ। ରସୁଲଗଡ଼ ଅଞ୍ଚଳରେ ଥିବା ଅଫିସରୁ କାର୍ଯ୍ୟ ସାରି ଘରକୁ ଫେରିବା ବେଳେ କିଛି ମଦ୍ୟପ ଯୁବକ କରିଛନ୍ତି ଆକ୍ରମଣ। ରାସ୍ତାରେ ଚାଲି ଚାଲି ଯାଉଥିବା ସମୟରେ ଗୋଟିଏ ସ୍କୁଟିରେ ୩ ଜଣ ଆସି ପ୍ରଥମେ ସାଇଡ଼ ମାରିଲେ ।ଏହାପରେ ସରୋଜ ପ୍ରତିବାଦ କରିବାରୁ ତାଙ୍କୁ ମାଡ ମାରିଥିଲେ ଦୁର୍ବୃତ୍ତ। ରାସ୍ତାରେ ପଡ଼ିଥିବା ଇଟା ପଥର ଉଠାଇ ମୁଣ୍ଡକୁ ଆକ୍ରମଣ କରିଥିଲେ । ଏହା ଦ୍ବାରା ସରୋଜଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ସୂଚନା। ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ସରୋଜ। ଏନେଇ ବଡଗଡ ଥାନାରେ ଅଭିଯୋଗ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.2 ° C
    29.2 °
    29.2 °
    24 %
    0.5kmh
    0 %
    Tue
    31 °
    Wed
    38 °
    Thu
    38 °
    Fri
    41 °
    Sat
    40 °

    ସମ୍ବନ୍ଧିତ