Friday, August 21, 2026
29.1 C
Odisha

    କ୍ୟାପିଟାଲ ହସ୍ପିଟାଲରୁ ଦଲାଲ ଗିରଫ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରୁ ଦଲାଲ ଗିରଫ। ଗଞ୍ଜାମରୁ ଆସି ୟୁନିଟ-୬ ରେ ରହୁଥିବା ଜିତେନ୍ଦ୍ର ଚୌଧୁରୀଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୁଲିସ । ସେ ଜଣେ ଅଟୋ ଚାଳକ ହୋଇଥିବା ବେଳେ କ୍ୟାପିଟାଲ ହସ୍ପିଟାଲରୁ ଘରୋଇ ହସ୍ପିଟାଲକୁ ଚାଲାଣ କରୁଥିବା ନେଇ ପୁଲିସ ଜାଣିବାକୁ ପାଇଥିଲା । ଏହା ପରେ ତାଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୁଲିସ । ଦୀର୍ଘ ଦିନ ଧରି କ୍ୟାପିଟାଲ ହସ୍ପିଟାଲରୁ ନିର୍ଦ୍ଧିଷ୍ଟ ଏକ ଘରୋଇ ହସ୍ପିଟାଲକୁ ରୋଗୀ ପଠାଇବା ସହ କମିଶନ ଆଧାରରେ କାମ କରୁଥିବା ନେଇ ପୁଲିସ ନିକଟରେ ସ୍ବୀକାର କରିଛି। ତାହ ସହ ଆଉ କିଛି ହସ୍ପିଟାଲ କର୍ମଚାରୀଙ୍କ ଲିଙ୍କ ନେଇ ଖବର ମିଳିଛି। ଖୁବଶୀଘ୍ର ଏଭଳି ଦଳାଲି କାରବାର ସହ ଜଡିତ ସମସ୍ତ ଅଭିଯୁକ୍ତକୁ ଗିରଫ କରାଯିବ ବୋଲି କହିଛି ପୁଲିସ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    29.1 ° C
    29.1 °
    29.1 °
    77 %
    3.6kmh
    99 %
    Fri
    30 °
    Sat
    27 °
    Sun
    28 °
    Mon
    27 °
    Tue
    28 °

    ସମ୍ବନ୍ଧିତ