Monday, March 30, 2026
33.2 C
Odisha

    କ୍ୟାବିନେଟ ବୈଠକ; ବାହାରିଲା ୨୦ ହଜାର ଶିକ୍ଷକ ନିଯୁକ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:-ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତରା ବସିଥିବା ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। କ୍ୟାବିନେଟ ବୈଠକରେ ୫ଟି ପ୍ରସ୍ତାବରେ ମୋହର ବାଜିଛି।

    ୧.ରାଜ୍ୟରେ ସର୍ବନିମ୍ନ ମଜୁରୀ ସଂଶୋଧନ ହୋଇଛି। ଅଣ କୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ମୁଖ୍ୟ କୁଶଳୀ ର ଦୈନିକ ମଜୁରୀ ୩୫୨ ଥିଲା ତାହା ୪୫୦ ଟଙ୍କାକୁ ବୃଦ୍ଧି ପାଇଁ ନିଷ୍ପତ୍ତି ହୋଇଛି। କୁଶଳୀ ୫୦୦ ଟଙ୍କାକୁ ବୃଦ୍ଧି। ମୁଖ୍ୟ କୁଶଳୀ ୪୪୨ ଥିଲା ତାହା ୫୦୦କୁ ବୃଦ୍ଧି ହୋଇଛି। ଉଚ୍ଚ କୁଶଳୀ ୫୦୨ ଥିଲା ୬୦୦କୁ ବୃଦ୍ଧି ପାଇଛି।

    ଓଡ଼ିଆ ଭାଷା ସାହିତ୍ୟ ସଂସ୍କୁତି ବିଭାଗ ଅଧୀନ ରେ ଥିବା ଓଡ଼ିଆ ଅସ୍ମିତା କୁ ଉଜ୍ଜୀବିତ ପାଇଁ, ପ୍ରଚାର ପ୍ରସାର ପାଇଁ ଓଡ଼ିଆ ଅସ୍ମିତା ପାଇଁ କରଫୋସ ଫଣ୍ଡ ୨୦୦ କୋଟି ରଖାଯାଇଛି। ଓଡ଼ିଆ ଅସ୍ମିତା ଭବନ ନିର୍ମାଣ, ତାଳ ପାତ୍ର ପୋଥି ସଂଗ୍ରହ, କଳାକାର ଗୌରବ ନିଦ୍ଦି ଯୋଜନା, ଜାତୀୟ ବିଶ୍ୱ ବିଦ୍ୟାଳୟ ରେ ଓଡ଼ିଆ ଚେୟାର ପ୍ରତିଷ୍ଠା ପାଇଁ ସ୍ଥିର କରାଯାଇଛି। ଗାଇଡଲାଇନ ପାଇଁ ବିଭାଗକୁ ନିର୍ଦ୍ଧେଶ। ଏକ୍ସପଟଙ୍କୁ ନେଇ କମିଟି ଗଠନ ହେବ।

    ୩.ଗଣ ଶିକ୍ଷା ବିଭାଗର ରାଜ୍ୟରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ଵିଜ୍ଞାପନ ପ୍ରକାଶ ହୋଇଥିଲା। ଉଚ୍ଚ ନ୍ୟାଳୟ ନିର୍ଦ୍ଧେଶ ଦେଇଥିଲେ। ଓଡ଼ିଶା ବିଦ୍ୟାଳୟ ୧୮ ହଜାର ୭୮୮ ପ୍ରାଥୀଙ୍କ ଚୟନ ଓ ନିଯୁକ୍ତି ପାଇଁ ନିର୍ଦ୍ଧେଶ |
    ଉଠା ଜଳ ସେଚନ ବିଭାଗ ପ୍ରକଳ୍ପର ୨ ହଜାର ୬୫ ଗୋଟି ଅଚଳ ପ୍ରକଳ୍ପକୁ ସଚଳ ହେବ। ୫ ବର୍ଷ ଭିତରେ ୧ ହଜାର ୪୪ କୋଟି ୮୪ ଲକ୍ଷ ବିନିଯୋଗ ହେବ ।

    ୫.ପିଏମ କିସାନ ରେ ବାଦ ପଡ଼ିଥିବା ହିତାଧିକାରୀଙ୍କୁ ମାର୍ଗଦର୍ଶି ଅନୁଯାଇ ହେବେ ସାମିଲ। ସମସ୍ତ କୃଷକ ପାରିବା ହେବେ ପିଏମ କିସାନରେ ସାମିଲ। S, M, L ଚାଷୀ ଓ ସହରାଞ୍ଚଳରେ ରହୁଥିବା ଚାଷୀ ଯୋଗ୍ୟ ବିବେଚିତ କୃଷକ ପିଏମ କିସାନରେ ସାମିଲ ହେବେ। ୫ ଲକ୍ଷରୁ ୬ ଲକ୍ଷ ପର୍ଯ୍ୟନ୍ତ ଚାଷୀ ଯୋଗ୍ୟ ଥିଲେ। କାଳିଆ ଯୋଜନା ଅନୁଯାଇ ଚାଷୀ ବଞ୍ଚିତ ହେଉଥିଲେ ତାହା ଉଠିଲା। ୬ ଲକ୍ଷ ଚାଷୀ ଏଥିରେ ଅନ୍ତର୍ଭୁକ୍ତ ହେବେ। ଆଗାମୀ କିସ୍ତିରେ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.2 ° C
    33.2 °
    33.2 °
    22 %
    1.2kmh
    97 %
    Mon
    33 °
    Tue
    38 °
    Wed
    39 °
    Thu
    40 °
    Fri
    39 °

    ସମ୍ବନ୍ଧିତ