Monday, October 19, 2026
23.2 C
Odisha

    କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର ପରୀକ୍ଷା, ଯାଞ୍ଚ ଏବଂ ନିଦାନରେ ଏହି ଅର୍ଥ ବ୍ୟୟକରାଯିବ। କ୍ୱାଡ୍‌ ସମ୍ମିଳନୀ ଅବସରରେ କ୍ୟାନ୍‌ସର ମୁନ୍‌ଶୁଟ୍‌ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପରୋକ୍ତ ସହାୟତା ଘୋଷଣା କରିଛନ୍ତି। ଇଣ୍ଡୋ-ପାସିଫିକ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସରରୁ ଲୋକଙ୍କ ଜୀବନ ବଞ୍ଚାଇବା ପାଇଁ କ୍ୱାଡ୍‌ କ୍ୟାନ୍‌ସର ମୁନ୍‌ଶୁଟ୍‌ ଏକ ଐତିହାସିକ ସହଭାଗିତା ବୋଲି ମୋଦି କହିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.2 ° C
    23.2 °
    23.2 °
    82 %
    1.2kmh
    100 %
    Sun
    23 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ