Friday, April 3, 2026
26.5 C
Odisha

    ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘର ସମେତ ଛଅଟି ସ୍ଥାନରେ ଇଡି ପକ୍ଷରୁ ଚଢ଼ଉ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଓଡ଼ିଶାର ନାମୀ ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘର ସମେତ ଛଅଟି ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ଉ ଚାଲିଛି। ତାଙ୍କର ଢେଙ୍କାନାଳସ୍ଥିତ ବାସଭବନ ଏବଂ ହନ୍ଦୋଳରେ ଫାର୍ମହାଉସ୍, ଅଫିସ୍ ଏବଂ ଭୁବନେଶ୍ୱରର ଅନ୍ୟ ତିନୋଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଛି। ଆର୍ଥିକ ଅନିୟମିତତା ତଥା ଖଣି ନିୟମର ଉଲ୍ଲଂଘନ ଘଟଣାର ତଦନ୍ତ ଚାଲିଥିବା ଜଣାଯାଇଛି। ଖବର ଅନୁଯାୟୀ ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କର ବ୍ୟବସାୟ କାରବାର, ଆର୍ଥିକ କାରବାର ଏବଂ ସମ୍ପତ୍ତି ଅଧିଗ୍ରହଣ ଉପରେ ଯାଞ୍ଚ କରୁଛି ଇଡି। ଆଜି ସକାଳୁ ଏକ ଟିମ୍ ଚଢ଼ଉ କରୁଥିବା ବେଳେ ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.5 ° C
    26.5 °
    26.5 °
    46 %
    1.9kmh
    0 %
    Fri
    40 °
    Sat
    39 °
    Sun
    36 °
    Mon
    37 °
    Tue
    40 °

    ସମ୍ବନ୍ଧିତ