Friday, March 13, 2026
34.7 C
Odisha

    ଖଣ୍ଡଗିରି ଥାନା SI ସସ୍‌ପେଣ୍ଡ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଖଣ୍ଡଗିରି ଥାନା ଏସ୍‌ଆଇ ଦେବୀ ପ୍ରସାଦ ଭୂୟାଁ ନିଲମ୍ବିତ ହୋଇଛନ୍ତି । କାର୍ଯ୍ୟରେ ଅବହେଳା ଅଭିଯୋଗରେ ତାଙ୍କୁ ନିଲମ୍ବନ କରିଛନ୍ତି ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂହ । ଏକ NDPS ମାମଲାରେ ନିର୍ଦ୍ଧାରିତ ଦିନ ଭିତରେ ଚାର୍ଜସିଟ ଦାଖଲ ନ କରିବାରୁ ଶ୍ରୀ ଭୂୟାଁଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଠିକ୍‌ ସମୟରେ ଚାର୍ଜସିଟ୍ ଦାଖଲ ନହେବାରୁ ଅଭିଯୁକ୍ତଙ୍କୁ ଜାମିନ ମିଳିଥିଲା । ଏହି ଘଟଣାର ତଦନ୍ତ ପରେ ଶ୍ରୀ ଭୂୟାଁଙ୍କୁ ନିଲମ୍ବନ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    34.7 ° C
    34.7 °
    34.7 °
    11 %
    0.9kmh
    5 %
    Fri
    38 °
    Sat
    39 °
    Sun
    39 °
    Mon
    39 °
    Tue
    38 °

    ସମ୍ବନ୍ଧିତ