Monday, March 30, 2026
40.5 C
Odisha

    ଖୁଣ୍ଟକୁ ଧକ୍କା ଦେଇ ଓଲଟିଲା ବସ: ଜଣେ ମୃତ, ୧୦ରୁ ଅଧିକ ଗୁରୁତର

    ଆଗକୁ ପଢନ୍ତୁ

    ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଓଲଟିଲା ବସ। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ମାଲକାନଗିରିରୁ ବ୍ରହ୍ମପୁର ଯାଉଥିଲା ଏହି ଯାତ୍ରୀବାହୀ ବସ । କୋରାପୁଟ ଜିଲ୍ଲା ପୋଡାଗଡ଼ ପାୱାର ଗ୍ରୀଡ଼ ନିକଟରେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଘଟଣା ସମ୍ପର୍କରେ ଅଧିକ ସୂଚନା ମିଳିପାରି ନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    40.5 ° C
    40.5 °
    40.5 °
    13 %
    3.6kmh
    4 %
    Mon
    40 °
    Tue
    39 °
    Wed
    39 °
    Thu
    41 °
    Fri
    40 °

    ସମ୍ବନ୍ଧିତ