Saturday, April 4, 2026
36.1 C
Odisha

    ଖୁବଶୀଘ୍ର ଆସିବ ନୂଆ ଗଭର୍ଣ୍ଣରଙ୍କ ଦସ୍ତଖତ ଥିବା ୫୦ ଟଙ୍କିଆ ନୋଟ୍

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରାଙ୍କ ଦସ୍ତଖତ ଥିବା ୫୦ ଟଙ୍କିଆ ନୋଟ୍ ଖୁବଶୀଘ୍ର ଜାରି କରିବ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ କହିଛି। ୨୦୨୪ ଡିସେମ୍ବରରେ ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଏବଂ ପଦରୁ ଇସ୍ତଫା ଦେଇଥିବା ବେଳେ ତାଙ୍କ ସ୍ଥାନରେ ଶ୍ରୀ ମାଲହୋତ୍ରା ଦାୟିତ୍ୱ ଗ୍ରହଣ କରିଥିଲେ।ରିଜର୍ଭ ବ୍ୟାଙ୍କ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ ମହାତ୍ମା ଗାନ୍ଧୀ (ନୂଆ) ସିରିଜର ୫୦ ଟଙ୍କିଆ ନୋଟ୍ ସହ ଏହି ନୋଟ୍ ଗୁଡ଼ିକର ଡିଜାଇନ୍ ସବୁ ଦୃଷ୍ଟିରୁ ସମାନ। ଅତୀତରେ ରିଜର୍ଭ ବ୍ୟାଙ୍କ ଜାରି କରିଥିବା ୫୦ ଟଙ୍କିଆ ନୋଟ ବୈଧ ରହିବ ବୋଲି କୁହାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    36.1 ° C
    36.1 °
    36.1 °
    24 %
    1.7kmh
    91 %
    Sat
    38 °
    Sun
    36 °
    Mon
    38 °
    Tue
    38 °
    Wed
    38 °

    ସମ୍ବନ୍ଧିତ