Saturday, February 21, 2026
33.5 C
Odisha

    ଖୁବଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି, ବଢିବ ରାଜସ୍ୱ : ମନ୍ତ୍ରୀ ବିଭୂତି ଭୂଷଣ ଜେନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଖୁବ୍‌ଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି । ଖଣି ନିଲାମ ଦ୍ୱାରା ରାଜସ୍ୱ ବଢିବ ବୋଲି ଇସ୍ପାତ ଏବଂ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ପ୍ରତିକ୍ରିୟା ରଖିଛନ୍ତି । ମନ୍ତ୍ରୀଙ୍କ କହିବା ଅନୁଯାୟୀ, ପୂର୍ବ ସରକାର ଦୀର୍ଘ ଦିନ ଧରି ଖଣି ନିଲାମ କରୁ ନଥିଲେ । ନୂଆ ସରକାର ଆସିବା ପରେ ଗୋଟିଏ ବର୍ଷରେ ୮ଟି ଖଣି ନିଲାମ କରିଛନ୍ତି । ଖୁବ୍‌ଶୀଘ୍ର ଆହୁରି ୨୨ଟି ଖଣି ନିଲାମ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ବୋଲି ମନ୍ତ୍ରୀ କହିଛନ୍ତି । ଖଣି ନିଲାମ ଦ୍ୱାରା ରାଜ୍ୟର ରାଜସ୍ୱ ବଢିବ । ତାହା ସହ ଶିଳ୍ପ ଆସିବା ଦ୍ୱାରା ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ ହେବ । ସେ ଦିଗକୁ ପ୍ରାଧାନ୍ୟ ଦେଇ ଖଣି ବିଭାଗ କାମ କରୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    33.5 ° C
    33.5 °
    33.5 °
    15 %
    4.2kmh
    11 %
    Sat
    33 °
    Sun
    35 °
    Mon
    36 °
    Tue
    35 °
    Wed
    34 °

    ସମ୍ବନ୍ଧିତ