Tuesday, August 25, 2026
25.6 C
Odisha

    ଖୁବଶୀଘ୍ର ବୈଷୟିକ ଶିକ୍ଷାରେ ପଛୁଆ ବର୍ଗଙ୍କୁ ମିଳିବ ସଂରକ୍ଷଣ : ଦକ୍ଷତା ବିକାଶ ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  :  ଖୁବଶୀଘ୍ର ବୈଷୟିକ ଶିକ୍ଷାରେ ପଛୁଆ ବର୍ଗଙ୍କୁ ମିଳିବ ସଂରକ୍ଷଣ, ଏନେଇ ଅନୁଧ୍ୟାନ କରୁଛନ୍ତି ସରକାର। ଖୁବଶୀଘ୍ର ନିଆଯିବ ନିଷ୍ପତ୍ତି। ଏହି ସୂଚନା ଦେଇଛନ୍ତି ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ୱାଇଁ। ନିକଟରେ ଉଚ୍ଚଶିକ୍ଷାରେ ପଛୁଆ ବର୍ଗଙ୍କୁ 11.25 ପ୍ରତିଶତ ସଂରକ୍ଷଣ ଦେବାକୁ ନିଷ୍ପତ୍ତି ନେଇଥିଲା କ୍ୟାବିନେଟ। ମେଡିକାଲ ଏବଂ ବୈଷୟିକ ଶିକ୍ଷାରେ ଓବିସି ମାନଙ୍କୁ ସଂରକ୍ଷଣ ଦେବାକୁ ଦାବି ହୋଇ ଆସୁଛି। ତେବେ ଖୁବଶୀଘ୍ର ଏ ସମ୍ପର୍କରେ ନିଷ୍ପତ୍ତି ହେବ ବୋଲି କହିଛନ୍ତି ମନ୍ତ୍ରୀ ସମ୍ପଦ ସ୍ୱାଇଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    25.6 ° C
    25.6 °
    25.6 °
    93 %
    2.7kmh
    100 %
    Tue
    26 °
    Wed
    30 °
    Thu
    29 °
    Fri
    28 °
    Sat
    28 °

    ସମ୍ବନ୍ଧିତ