Sunday, December 14, 2025
26.5 C
Odisha

    ଖୁବଶୀଘ୍ର ଲାଗୁ ହେବ ୱାନ୍‌ ନେସନ ୱାନ୍‌ ପୁଲିସ ୟୁନିଫର୍ମ ପଲିସି

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ    :  ସାରା ଦେଶରେ ଖୁବଶୀଘ୍ର ଲାଗୁ ହେବ ୱାନ୍‌ ନେସନ ୱାନ୍‌ ପୁଲିସ ୟୁନିଫର୍ମ ପଲିସି । ଏଣିକି ପୁଲିସ ମାନଙ୍କର ଗୋଟିଏ ପ୍ରକାରର ୟୁନିଫର୍ମ ରହିବ । ଦେଶର ଭିନ୍ନ ଭିନ୍ନ ରାଜ୍ୟରେ ପୁଲିସ କର୍ମଚାରୀଙ୍କ ଭିନ୍ନ ଭିନ୍ନ ପୋଷାକ ରହିଥିବାରୁ ଏହାକୁ ବଦଳାଇ ଗୋଟିଏ ପ୍ରକାର ପୋଷାକ ପରିଧାନ ପାଇଁ ବ୍ୟବସ୍ଥା କରାଯିବ । ଏନେଇ ଓଡ଼ିଶା ସମେତ ୧୬ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ତଥ୍ୟ ମାଗିଛି କେନ୍ଦ୍ର ଗୃହ ମନ୍ତ୍ରାଳୟ ।

    ଆନ୍ଧ୍ର, ଅରୁଣାଚଳ, ଆସାମ, ଗୋଆ, ହିମାଚଳ, ଝାଡଖଣ୍ଡ, କେରଳ, ମଣିପୁର, ମେଘାଳୟ, ନାଗାଲାଣ୍ଡ, ଓଡ଼ିଶା, ସିକ୍କିମ, ତେଲେଙ୍ଗାନା, ତ୍ରିପୁରା, ଉତ୍ତରାଖଣ୍ଡ ଓ ପଶ୍ଚିମବଙ୍ଗକୁ ଏନେଇ ମନ୍ତ୍ରାଳୟ ପକ୍ଷରୁ ଚିଠି ଲେଖାଯାଇଛି । ନଭେମ୍ବର ୪ତାରିଖ ମଧ୍ୟରେ ସମସ୍ତ ତଥ୍ୟ ଦାଖଲ ପାଇଁ ନିର୍ଦେଶ ଦିଆଯାଇଛି । କେନ୍ଦ୍ରର ଚିଠି ପରେ ରାଜ୍ୟ ପୁଲିସ ମୁଖ୍ୟାଳୟକୁ ତଥ୍ୟ ପାଇଁ ଡିଜିପି କଣ୍ଟ୍ରୋଲ ରୁମର ନିର୍ଦେଶ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.5 ° C
    26.5 °
    26.5 °
    29 %
    2.8kmh
    0 %
    Sun
    24 °
    Mon
    28 °
    Tue
    28 °
    Wed
    28 °
    Thu
    27 °

    ସମ୍ବନ୍ଧିତ