Sunday, October 11, 2026
22.9 C
Odisha

    ଖୁବ୍ ଶୀଘ୍ର ପ୍ରକାଶ ପାଇବ ଦଶମ ଓ +2ପରୀକ୍ଷା ଫଳ : ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଖୁବ୍ ଶୀଘ୍ର ପ୍ରକାଶ ପାଇବ ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏନେଇ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ପରୀକ୍ଷା ପରିଚାଳନା ଠିକ୍ ଢଙ୍ଗରେ ହୋଇଥିଲା । ତ୍ରୁଟି ବିହୀନ ପରୀକ୍ଷା ପରିଚାଳନା ପରେ ଖୁବଶୀଘ୍ର ପିଲାଙ୍କ ରେଜଲ୍ଟ ବାହାରିବ । ଯଥା ସମୟରେ ପ୍ରକାଶ ପାଇବ ରେଜଲ୍ଟ । ଚଳିତ ବର୍ଷ ରାଜ୍ୟର ୫ ଲକ୍ଷ ୬୦ ହଜାର ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଛନ୍ତି । ଖରା ପାଇଁ ଛାତ୍ରଛାତ୍ରୀଙ୍କୁ ସତର୍କ କଲେ ମନ୍ତ୍ରୀ । ଖରା ଛୁଟିରେ ଘରେ ରହି ପଢିବାକୁ ପରାମର୍ଶ ଦେଲେ ମନ୍ତ୍ରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.9 ° C
    22.9 °
    22.9 °
    80 %
    1.3kmh
    0 %
    Sun
    23 °
    Mon
    30 °
    Tue
    30 °
    Wed
    30 °
    Thu
    30 °

    ସମ୍ବନ୍ଧିତ