Saturday, March 14, 2026
24.5 C
Odisha

    ଖୁଵଶୀଘ୍ର ପୂରଣ ହେବ ୨୨ହଜାର ୮୯୬ ଗ୍ରୁପ ସି ପଦବୀ, ଅଗଷ୍ଟ ୩୧ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ସାରିବାକୁ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଖୁଵଶୀଘ୍ର ପୂରଣ ହେବ ୨୨ହଜାର ୮୯୬ ଗ୍ରୁପ ସି ପଦବୀ । ରାଜ୍ୟ ସରକାରଙ୍କ ୧୦ ବିଭାଗର ଗ୍ରୁପ ସିର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ । ଅଗଷ୍ଟ ୩୧ ସୁଦ୍ଧା ପ୍ରତ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତି ପୂରଣ କରିବାକୁ ନିର୍ଦ୍ଦେଶ ରହିଛି । ଖାଲି ପଡ଼ିଥିବା ପଦବୀ ମଧ୍ୟରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସର୍ବାଧିକ ୮ ହଜାର୩୫୮, ପଞ୍ଚାୟତିରାଜ ବିଭାଗର୪ ହଜାର୪୨, ସ୍ୱାସ୍ଥ୍ୟ ବିଭାଗର ୩ ହଜାର ୬୭୭ ଚି ପଦବୀ ରହିଛି । ୧୦ଟି ବିଭାଗରେ ୪୪ ହଜାର୯୦୯ଟି ଗ୍ରୁପ ସି ପଦବୀ ଖାଲି ପଡ଼ିଥିବା ବେଳେ ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.5 ° C
    24.5 °
    24.5 °
    48 %
    2.4kmh
    0 %
    Fri
    25 °
    Sat
    39 °
    Sun
    39 °
    Mon
    37 °
    Tue
    38 °

    ସମ୍ବନ୍ଧିତ