Friday, March 13, 2026
24.5 C
Odisha

    ଖୁସି ଖବର; ବାହୁଡ଼ାରେ କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ଅଛି…

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଲଗାତାର ଦ୍ବିତୀୟ ଦିନରେ ସୁନା ମୂଲ୍ୟରେ ଏକ ବଡ଼ ହ୍ରାସ ଘଟିଛି। ଗତକାଲି ସୁନା ଦର ଖସିଥିବା ବେଳେ ଆଜି ବାହୁଡ଼ାରେ ପୁଣି ଖସିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮,୭୨୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ ସୁନା ଦର ୯୦, ୪୯୦ ଟଙ୍କାରେ କାରବାର ଆରମ୍ଭ କରିଛି।

    ସେହିପରି ଓଡ଼ିଶା ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮,୭୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୪୯୦ ଟଙ୍କାକୁ ପହଞ୍ଚିଛି। ମୁମ୍ବାଇରେ ମଧ୍ୟ ସମାନ ରହିଛି ସୁନା ଦର। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮,୮୭୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୬୪୦ ଟଙ୍କାରେ କାରବାର ଆରମ୍ଭ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.5 ° C
    24.5 °
    24.5 °
    48 %
    2.4kmh
    0 %
    Fri
    25 °
    Sat
    39 °
    Sun
    39 °
    Mon
    37 °
    Tue
    38 °

    ସମ୍ବନ୍ଧିତ