Sunday, March 22, 2026
20.3 C
Odisha

    ଖୋଲିଲା ଶିଖରଚଣ୍ଡୀ ପୀଠ

    ଆଗକୁ ପଢନ୍ତୁ

    ବାରଙ୍ଗ :  ଗତ ଶନିବାର ଠାରୁ ଶିଖରଚଣ୍ଡୀ  ପାହାଡ଼ ଉପରକୁ ପ୍ରବେଶ ଉପରେ ଅଙ୍କୁଶ ଲଗାଯାଇଥିଲା । ହାତୀ ଦୁଇଟି ଫେରିଗଲା ପରେ ଆଜି ପୁଣି ପଯ୍ୟଟକଙ୍କ ପାଇଁ ଫାଟକ ଖୋଲାଗଲା । ଭରତପୁର ରିଜର୍ଭ ଜଙ୍ଗଲକୁ ଫେରିଗଲେ ଦୁଇ ଦନ୍ତା ହାତୀ।  ଗତକାଲି ରାତିରେ ବନ କର୍ମଚାରୀଙ୍କ ଉଦ୍ୟମରେ ହାତୀ ଦୁଇଟିଙ୍କୁ ଘଉଡ଼ାଇବାରେ ସଫଳ ହୋଇଛନ୍ତି । ୬ ଦିନ ହେବ ଶିଖରଚଣ୍ଡୀ ପାହାଡ଼ ଉପରେ ଆଡ୍ଡା ଜମାଇଥିଲେ ଦୁଇ ବଡ଼ ଦନ୍ତାହାତୀ । ହାତୀ ଦୁଇଟି ପୁଣି ଭରତପୁର ରିଜର୍ଭ ଜଙ୍ଗଲ ମଧ୍ୟକୁ ଫେରିଯାଇଛନ୍ତି । ଦନ୍ତାହାତୀଙ୍କୁ ନେଇ ଭୟଭୀତ ହୋଇପଡ଼ିଥିଲେ ଅଞ୍ଚଳବାସୀ ।  ହାତୀ ଘଉଡାଇବାରେ ପାଖାପାଖି ୨୭ ଜଣ ବନ କର୍ମଚାରୀ ଟିମରେ ନିୟୋଜିତ ଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    20.3 ° C
    20.3 °
    20.3 °
    44 %
    1.3kmh
    13 %
    Sun
    33 °
    Mon
    34 °
    Tue
    37 °
    Wed
    38 °
    Thu
    40 °

    ସମ୍ବନ୍ଧିତ