Tuesday, September 29, 2026
23.8 C
Odisha

    ଗଛରେ ଧକ୍କା ହେଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର ମେଡିକାଲରେ ଭର୍ତ୍ତି

    ଆଗକୁ ପଢନ୍ତୁ

    ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ରାମପୁର ନିକଟରେ ଏକ ଦୁର୍ଘଟଣାରେ ଭାରସାମ୍ୟ ହରାଇ ବାଇକଟି ଗଛରେ ପିଟି ହେବା ଯୋଗୁଁ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଥିବା ଜଣାଯାଇଛି। ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ଯୁବକ ଜଣଙ୍କୁ ବୁର୍ଲା ମେଡିକାଲ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ସୂଚନାରୁ ପ୍ରକାଶ ବିନିକା ଥାନା ଅନ୍ତର୍ଗତ କମିରା ଗାଁରୁ ଯାତ୍ରା ଦେଖି ଫେରୁଥିବା ସମୟରେ ଦୁର୍ଘଟଣା ଘଟିଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.8 ° C
    23.8 °
    23.8 °
    84 %
    1.5kmh
    7 %
    Tue
    24 °
    Wed
    30 °
    Thu
    31 °
    Fri
    31 °
    Sat
    31 °

    ସମ୍ବନ୍ଧିତ