Sunday, September 27, 2026
29.2 C
Odisha

    ଗଞ୍ଜାମର ଦୁର୍ଦାନ୍ତ ଅପରାଧୀ ଘନଶ୍ୟାମ ବେହେରା ଓରଫ କାଳିଆକୁ ପୁଲିସ ଏନକାଉଣ୍ଟର

    ଆଗକୁ ପଢନ୍ତୁ

    ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଅଞ୍ଚଳର ଦୁର୍ଦାନ୍ତ ଅପରାଧୀ ଘନଶ୍ୟାମ ବେହେରା ଓରଫ କାଳିଆକୁ ପୁଲିସ ଏନକାଉଣ୍ଟର କରିଛି। କାଳିଆର ଆଣ୍ଠୁରେ ବାଜିଛି ଗୁଳି। ପୁରୁଷୋତ୍ତମପୁର ଥାନା ଆଇଆଇସି କୁଳମଣି ସେଠୀ ଓ ତାଙ୍କ ଟିମ ସହ କୋଦଳା -ସିଂହାସିନି ରୋଡ଼ରେ ମୁହାଁମୁହିଁ ହୋଇଥିଲା କାଳିଆ। ସେ ପୁଲିସ ଉପରକୁ ଗୁଳି ଚଳାଇଥିଲା। ପାଲଟା ଜବାବ ଦେଇଥିଲା ପୁଲିସ। ହତ୍ୟା, ହତ୍ୟା ଉଦ୍ୟମ, ଚୋରି ଓ ଡକାୟତି ଭଳି ବହୁ ସଂଗୀନ ମାମଲା କାଳିଆ ନାମରେ ଅଛି। ପୁରୁଷୋତ୍ତମପୁର ଥାନାର ୩ଟି ମାମଲାରେ ଫେରାର ଥିଲା କାଳିଆ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    29.2 ° C
    29.2 °
    29.2 °
    69 %
    3.8kmh
    30 %
    Sun
    29 °
    Mon
    30 °
    Tue
    29 °
    Wed
    30 °
    Thu
    30 °

    ସମ୍ବନ୍ଧିତ