Friday, October 30, 2026
27.2 C
Odisha

    ଗଞ୍ଜାମ ଓ ଗଜପତିରେ ହୋଇଛି ବ୍ୟାପକ କ୍ଷୟକ୍ଷତି, ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭଞ୍ଜନଗର : ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି । ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ହୋଇଥିବା କ୍ଷୟକ୍ଷତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବାତ୍ୟା ପ୍ରଭାବିତ ଅଞ୍ଚଳରେ ଚାଷୀମାନେ ପ୍ରଭାବିତ ହୋଇଛନ୍ତି । ଫସଲ କ୍ଷତି ହୋଇଛି । ବାତ୍ୟା ଅର୍ଣ୍ଣବ ମୁକାବିଲା ପାଇଁ ପୂର୍ବରୁ ପ୍ରସ୍ତୁତି କରିଥିଲୁ ।

    ବାତ୍ୟା ପ୍ରଭାବରେ ମାଲକାନଗିରିରେ ଅଧିକ କ୍ଷତି ହେବ ବୋଲି ଭାବିଥିଲୁ । ହେଲେ ବାତ୍ୟା ପ୍ରଭାବରେ ବର୍ଷା ଓ ବନ୍ୟା ଗଂଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ କ୍ଷତି କରିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଆଶ୍ୟକୀୟ ସ୍ଥଳରେ ହେଲିକ୍ୟାପ୍ଟରରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଛି ବୋଲି କହିଛନ୍ତି ମୋହନ ମାଝୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.2 ° C
    27.2 °
    27.2 °
    80 %
    3.3kmh
    57 %
    Fri
    27 °
    Sat
    28 °
    Sun
    28 °
    Mon
    29 °
    Tue
    29 °

    ସମ୍ବନ୍ଧିତ