Friday, March 27, 2026
29.9 C
Odisha

    ଗଣେଶ ମୂର୍ତ୍ତି ଭସାଣି ବେଳେ ବୁଡ଼ିଗଲେ ୪ ଛାତ୍ର

    ଆଗକୁ ପଢନ୍ତୁ

    ବାରିପଦା; ଗଣେଶ ମୂର୍ତ୍ତି ବିସର୍ଜନ କରିବାକୁ ଯାଇ କେନାଲରେ ଭାସିଗଲେ ୪ଛାତ୍ର । ୨ଜଣଙ୍କୁ ଅଗ୍ନିଶମ ବିଭାଗ ଉଦ୍ଧାର କରିଥିବା ବେଳେ ୨ଜଣ ନିଖୋଜ ରହିଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି ବାରିପଦାର ଭଞ୍ଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀପୋଷି ନିକଟସ୍ଥ ସୁବର୍ଣ୍ଣରେଖା କେନାଲରେ । ଆଜି ସକାଳ ସମୟରେ ଗଣେଶ ମୂର୍ତ୍ତି ଭସାଇବା ପାଇଁ ସ୍ଥାନୀୟ ଅଞ୍ଚଳର ଏକ ମେସ୍ ରୁ ୪ଜଣ ଛାତ୍ର ଯାଇଥିବା ବେଳେ କେନାଲରେ ଅଧିକ ପାଣି ଥିବା କାରଣରୁ ଏଭଳି ଅଘଟଣ ଘଟିଥିବା କୁହାଯାଉଛି । ନିଖୋଜ ୨ଛାତ୍ରଙ୍କୁ ଅଗ୍ନିଶମ ବିଭାଗ ଖୋଜାଖୋଜି କରୁଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    29.9 ° C
    29.9 °
    29.9 °
    36 %
    3.8kmh
    87 %
    Fri
    29 °
    Sat
    39 °
    Sun
    40 °
    Mon
    40 °
    Tue
    38 °

    ସମ୍ବନ୍ଧିତ