Wednesday, April 15, 2026
34.3 C
Odisha

    ଗତ ଚାରି ବର୍ଷରେ ୫୩ ହଜାର ୮୨୦ ହେକ୍ଟର ଜଙ୍ଗଲ ଜଳିଛି

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟରେ ଗତ ତିନି ମାସରେ ଜଳିଲାଣି ୩ ହଜାର ହେକ୍ଟର ଜଙ୍ଗଲ। ଆଜି ଏନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ବିଧାନସଭାରେ ସୂଚନା ଦେଇଛନ୍ତି।ବିଧାନସଭାରେ ବିଧାୟକ ରମେଶ ବେହେରାଙ୍କ ଲିଖିତ ଉତ୍ତର ରଖି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କହିଛନ୍ତି, ୨୦୨୧ରେ ୨୮ ହଜାର ୫୬୯ ହେକ୍ଟର ଜଙ୍ଗଲ ଜଳି ପାଉଁଶ ହୋଇଥିବା ବେଳେ ୨୦୨୨ରେ ୮ ହଜାର ୪୩୮ ହେକ୍ଟର ଜଙ୍ଗଲ ଓ ୨୦୨୩ରେ ୯ ହଜାର ୭୧୧ ହେକ୍ଟର ଜଙ୍ଗଲ ଜଳିଛି। ଗତ ଚାରି ବର୍ଷରେ ସର୍ବ ମୋଟ ୫୩ ହଜାର ୮୨୦ ହେକ୍ଟର ଜଙ୍ଗଲ ଜଳି ପାଉଁଶ ହୋଇ ଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    34.3 ° C
    34.3 °
    34.3 °
    19 %
    0.8kmh
    28 %
    Wed
    36 °
    Thu
    43 °
    Fri
    44 °
    Sat
    43 °
    Sun
    44 °

    ସମ୍ବନ୍ଧିତ