Wednesday, October 14, 2026
22.1 C
Odisha

    ଗାଁ ପୋଖରୀରେ ଭାସୁଛି ଯୁବକଙ୍କ ମୃତଦେହ

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡ଼ା :କେନ୍ଦ୍ରାପଡା ଜିଲ୍ଲା ବିରସୋତୀ ଗାଁ ପୋଖରୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତି ଜଣକ କାହ୍ନୁଚରଣ ନାଥ ବୋଲି ଜଣାପଡିଛି। ସୂଚନା ମୂତାବକ ମଙ୍ଗଳବାର ବିଳମ୍ବିତ ରାତିରେ କାହ୍ନୁଚରଣ ସାଙ୍ଗମାନଙ୍କ ସହ ଭୋଜି କରିବାକୁ ଘରୁ ବାହାରକୁ ଆସିଥିଲେ। ହଠାତ୍ ଆଜି ସକାଳୁ କିଛି ସ୍ଥାନୀୟ ଲୋକ ଗାଁ ପୋଖରୀରେ କାହ୍ନୁଚରଣଙ୍କ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନାହିଁ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    22.1 ° C
    22.1 °
    22.1 °
    91 %
    0.7kmh
    70 %
    Wed
    29 °
    Thu
    30 °
    Fri
    31 °
    Sat
    31 °
    Sun
    31 °

    ସମ୍ବନ୍ଧିତ