Thursday, October 15, 2026
23.2 C
Odisha

    ଗୃହ ବିଭାଗର ବିଧାନସଭା ଷ୍ଟାଣ୍ଡିଂ କମିଟି ଗସ୍ତ କରିବେ ଓଡ଼ିଶା ଅଗ୍ନିଶମ ବିପତ୍ତି ନିସ୍ତାର ପ୍ରତିଷ୍ଠାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଓଡ଼ିଶା ଅଗ୍ନିଶମ ବିପତ୍ତି ନିସ୍ତାର ପ୍ରତିଷ୍ଠାନ ଗସ୍ତ କରିବେ ଗୃହ ବିଭାଗର ବିଧାନସଭା ଷ୍ଟାଣ୍ଡିଂ କମିଟି। ଅଗ୍ନିଶମ ବିଭାଗର କାର୍ଯ୍ୟ ଦକ୍ଷତା ବୁଲି ଦେଖିବେ। ଏହାସହ ବିଭିନ୍ନ ଅଗ୍ନି ନିର୍ବାପନ ଏବଂ ଉଦ୍ଧାର କାର୍ଯ୍ୟ ତଦାରଖ କରିବେ। ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ରହିଛି K9 ଡଗ୍ ସ୍କ୍ୱାଡ। ଏହି ସ୍ୱତନ୍ତ୍ର ତାଲିମ ପ୍ରାପ୍ତ K9 ଡଗ୍ ସ୍କ୍ୱାଡ ପ୍ରାକୃତିକ ବିପର୍ଯ୍ୟୟ ସମୟରେ କିଭଳି ଉଦ୍ଧାର କାର୍ଯ୍ୟ କରିପାରିବେ ତାର ଡେମୋ ଦେଖାଇବେ। ଅଗ୍ନି ବିପତ୍ତି ସମୟରେ ଅତ୍ୟାଧୁନିକ ଜ୍ଞାନ କୌଶଳ ଓ ଯନ୍ତ୍ରପାତି ସହାୟତାରେ କିପରି ଉଦ୍ଧାର ହୋଇପାରିବ ସେନେଇ ଡେମୋ ଦେଖାଇବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.2 ° C
    23.2 °
    23.2 °
    96 %
    1.7kmh
    24 %
    Thu
    23 °
    Fri
    29 °
    Sat
    28 °
    Sun
    27 °
    Mon
    30 °

    ସମ୍ବନ୍ଧିତ