Wednesday, February 25, 2026
19.5 C
Odisha

    ଗେରୁଆ ରଙ୍ଗ ହେବ ସମସ୍ତ ସରକାରୀ ସ୍କୁଲ, ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବଦଳିବ ସ୍କୁଲ କୋଠାର ରଙ୍ଗ । ଗେରୁଆ ହେବ ସମସ୍ତ ସରକାରୀ ସ୍କୁଲ । ସମସ୍ତ ସରକାରୀ ସ୍କୁଲ ଏବଂ ପିଏମ୍ ଶ୍ରୀ ସ୍କୁଲ ରଙ୍ଗ ସମାନ କରିବାକୁ ନିର୍ଦ୍ଦେଶ । ଏ ନେଇ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଲା ଓଏସଇପିଏ । ସ୍କୁଲ ନିର୍ମାଣ, ମରାମତି ବେଳେ ରଙ୍ଗ ସମାନ କରିବାକୁ ନିର୍ଦ୍ଦେଶ । ଅରେଞ୍ଜ ଟ୍ୟାନ୍ –ଏନ୍ (ଗେରୁଆ) କରିବାକୁ ଜାରି ହେଲା ନିର୍ଦ୍ଦେଶ ।ପୂର୍ବ ସରକାରରେ ସରକାରୀ ବିଲ୍ଡିଂଠାରୁ ଆରମ୍ଭ କରି ସ୍କୁଲର ରଙ୍ଗ ବଦଳିଥିଲା, ଯାହାକୁ ନେଇ ସରକାରଙ୍କୁ ସମାଲୋଚନା ମଧ୍ୟ କରାଯାଇଥିଲା । ସେପରି ବର୍ତ୍ତମାନର ସରକାର ସ୍କୁଲ ରଙ୍ଗ ବଦଳାଇବାର ବିଦ୍ୟାଳୟ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଉଭୟ ରାଜ୍ୟ ଏବଂ କନ୍ଦ୍ରେ ଅନୁଦାନରେ ତିଆରି ହେବ ପିଏମ ଶ୍ରୀ ଏବଂ ବିଦ୍ୟାଳୟ ମରାମତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    19.5 ° C
    19.5 °
    19.5 °
    78 %
    2.1kmh
    31 %
    Tue
    20 °
    Wed
    33 °
    Thu
    34 °
    Fri
    35 °
    Sat
    36 °

    ସମ୍ବନ୍ଧିତ