Thursday, March 12, 2026
28.7 C
Odisha

    ଗୋଟିଏ ଡାଳରେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    ଆଗକୁ ପଢନ୍ତୁ

    ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବ ଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ପୁଲିସ ଉଦ୍ଧାର କରିଛି । ସକାଳେ ସ୍ଥାନୀୟ ଗ୍ରାମବାସୀ ଦେଖି ପୁଲିସକୁ ଖବର ଦେଇଥିଲେ । ମୃତକ ଦ୍ବୟ ହେଲେ ସେହି ଗ୍ରାମର ସାଲଖାନ ମାରାଣ୍ଡି(୧୪) ଓ ମୁନୀ ମୁଖି(୧୮) । ଭିନ୍ନ ଭିନ୍ନ ଜାତିର ତଥା ବୟସ ତାରତମ୍ୟ ଏକ ବିଫଳ ପ୍ରେମର କରୁଣ ପରିଣତି ବୋଲି ଚର୍ଚ୍ଚା ହେଉଛି । ଘଟଣାରେ ପୁଲିସ ପୃଥକ ଅପମୃତ୍ୟୁ ମାମଲା ରୁଜୁ ପୂର୍ବକ ମୃତଦେହ ଦୁଇଟି ବ୍ୟବଛେଦ ପାଇଁ ପଠାଇ ପୁଲିସ ଅଧିକ ତଦନ୍ତ କରୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.7 ° C
    28.7 °
    28.7 °
    15 %
    2.6kmh
    0 %
    Thu
    31 °
    Fri
    38 °
    Sat
    39 °
    Sun
    40 °
    Mon
    38 °

    ସମ୍ବନ୍ଧିତ