Sunday, September 7, 2025
23.5 C
Odisha

    ଗୋଟିଏ ଦିନରେ ୬୬ ଅଧିକାରୀଙ୍କୁ ବଦଳି କଲେ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସରକାରୀସ୍ତରରେ ଶନିବାର ଏକ ବଡ଼ଧରଣର ଅଦଳବଦଳ ହୋଇଛି। ଗୋଟିଏ ଦିନରେ ୬୬ ଜଣ ଅଧିକାରୀଙ୍କୁ ବଦଳି କରିଛି ଗୃହ ବିଭାଗ। ଆଜି ଯୁଗ୍ମ ସଚିବ, ଉପସଚିବ ଓ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ଅଦଳବଦଳ କରାଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗୃହ ବିଭାଗରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟରତ ଆଇଏଏସ୍‌ ନିତ୍ୟାନନ୍ଦ ସିଂଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ବଦଳି କରାଯାଇଥିବାବେଳେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗରେ କାର୍ଯ୍ୟରତ ଆଇଏଏସ୍‌ ସୁନାରାମ ମୁର୍ମୁଙ୍କୁ ଲୋକ ସମ୍ପର୍କ ଓ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗକୁ ସ୍ଥାନାନ୍ତର କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    23.5 ° C
    23.5 °
    23.5 °
    92 %
    0.6kmh
    77 %
    Sun
    30 °
    Mon
    30 °
    Tue
    31 °
    Wed
    32 °
    Thu
    31 °

    ସମ୍ବନ୍ଧିତ