Thursday, August 20, 2026
23.5 C
Odisha

    ଗୋଟିଏ ଦିନରେ ୬୬ ଅଧିକାରୀଙ୍କୁ ବଦଳି କଲେ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସରକାରୀସ୍ତରରେ ଶନିବାର ଏକ ବଡ଼ଧରଣର ଅଦଳବଦଳ ହୋଇଛି। ଗୋଟିଏ ଦିନରେ ୬୬ ଜଣ ଅଧିକାରୀଙ୍କୁ ବଦଳି କରିଛି ଗୃହ ବିଭାଗ। ଆଜି ଯୁଗ୍ମ ସଚିବ, ଉପସଚିବ ଓ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ଅଦଳବଦଳ କରାଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗୃହ ବିଭାଗରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟରତ ଆଇଏଏସ୍‌ ନିତ୍ୟାନନ୍ଦ ସିଂଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ବଦଳି କରାଯାଇଥିବାବେଳେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗରେ କାର୍ଯ୍ୟରତ ଆଇଏଏସ୍‌ ସୁନାରାମ ମୁର୍ମୁଙ୍କୁ ଲୋକ ସମ୍ପର୍କ ଓ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗକୁ ସ୍ଥାନାନ୍ତର କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    23.5 ° C
    23.5 °
    23.5 °
    93 %
    1.6kmh
    36 %
    Wed
    23 °
    Thu
    27 °
    Fri
    29 °
    Sat
    25 °
    Sun
    25 °

    ସମ୍ବନ୍ଧିତ