Wednesday, November 18, 2026
20 C
Odisha

    ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲା: ବନ୍ଧା ହେଲେ ୧୦ ଅଭିଯୁକ୍ତ

    ଆଗକୁ ପଢନ୍ତୁ

    ବ୍ରହ୍ମପୁର: ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲାରେ ପୁଲିସ ୧୦ ଅଭିଯୁକ୍ତଙ୍କୁ ଗିରଫ କରିଥିବାର ସୂଚନା ରହିଛି। ଅଭିଯୋଗ ଆଧାରରେ ଗତକାଲି ୭ଜଣଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରିଥିଲା। ଆଜି ଫେରାର ଅନ୍ୟ ତିନିଜଣଙ୍କୁ ଧରିଛି। ସମସ୍ତ ଗିରଫ ୧୦ ଅଭିଯୁକ୍ତଙ୍କୁ ଆଜି ପୁଲିସ କୋର୍ଟଚାଲାଣ କରିବ।ଗତକାଲି ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଥିଲା। ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଥିଲା। ବେଳାଭୂମି ବୁଲିବାକୁ ଯାଇଥିବା ବେଳେ ପୁରୁଷବନ୍ଧୁଙ୍କୁ ବାନ୍ଧି ଗଣଦୁଷ୍କର୍ମ ଘଟିଛି ବୋଲି ଥାନାରେ ଅଭିଯୋଗ ହୋଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    20 ° C
    20 °
    20 °
    76 %
    0.4kmh
    70 %
    Wed
    25 °
    Thu
    20 °
    Fri
    20 °
    Sat
    22 °
    Sun
    28 °

    ସମ୍ବନ୍ଧିତ