Sunday, August 23, 2026
25.3 C
Odisha

    ଗ୍ରୀଷ୍ମପ୍ରବାହ ଜାରି: ଭୁବନେଶ୍ବର ୪୩.୫ ଡିଗ୍ରୀ ସହ ଦେଶର ଦ୍ବିତୀୟ ଉତ୍ତପ୍ତ ସହର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଛି। ରାଜ୍ୟ ତମାମ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ପକୂଳରୁ ଉପାନ୍ତ ହେଉକି ବୌଦ୍ଧରୁ ଭୁବନେଶ୍ୱର ସବୁଠି ଦେଖିବାକୁ ମିଳୁଛି ତାତିର ଦାଉ। ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳି ଜୀବନ ଯାତ୍ରାକୁ ପ୍ରଭାବିତ କରିଛି। ୪୩.୫ ଡିଗ୍ରୀ ସହ ରାଜଧାନୀ ଭୁବନେଶ୍ବର ସର୍ବାଧିକ ଉତ୍ତପ୍ତ ସହର ପାଲଟିଥିବା ବେଳେ ଦେଶର ଦ୍ବିତୀୟ ଉତ୍ତପ୍ତ ସହର ଭାବରେ ରେକର୍ଡ କରାଯାଇଛି। ସେହିପରି ୯ ଟି ସହରର ତାପାମାତ୍ର ୪୨ କିମ୍ବା ତାଠାରୁ ଅଧିକ ରେକର୍ଡ କରାଯାଇଛି। ପାରଳାଖେମୁଣ୍ଡି ୪୨.୬, ତାଳଚେର ୪୨.୪ -ମାଲକାନଗିରି ଏବଂ ବୌଦ୍ଧ ୪୨.୨, ଅନୁଗୁଳ ୪୨.୧ -ବଲାଙ୍ଗିର, ଟିଟିଲାଗଡ଼, ନୟାଗଡ଼ ୪୨, କଟକ- ୪୦.୬ ଡିଗ୍ରୀ ସେଲିସିୟ ରେକର୍ଡ କରାଯାଇଛି। ସେହିପରି ଆଜି ୪୦ ଡିଗ୍ରୀ ଉପରେ ରାଜ୍ୟର ୨୫ ସହର ତାପମାତ୍ରା ରେକର୍ଡ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    25.3 ° C
    25.3 °
    25.3 °
    95 %
    0.8kmh
    100 %
    Sun
    25 °
    Mon
    28 °
    Tue
    26 °
    Wed
    26 °
    Thu
    26 °

    ସମ୍ବନ୍ଧିତ