Sunday, October 11, 2026
28.3 C
Odisha

    ଗ୍ୟାସ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ, ମା’ ମୃତ ଓ ୩ ପୁଅ ଗୁରୁତର

    ଆଗକୁ ପଢନ୍ତୁ

    ଭୁବନେଶ୍ବର  : ଗ୍ୟାସ ସିଲିଣ୍ଡର ଫାଟି ମା’ ମୃତ । ୩ ପୁଅ ଗୁରୁତର ।  କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସୁଡ୍ରା ବଜାରସାହିରେ ଘଟିଛି ହୃଦୟବିଦାରକ ଘଟଣା ।  ଅଗ୍ନିକାଣ୍ଡରେ ଜୀବନ୍ତ ଦଗ୍ଧ ହୋଇଛନ୍ତି ମହିଳା । ମୃତ ମହିଳାଙ୍କ ୩ ପୁଅ ଗୁରୁତର । ଗ୍ୟାସ ସିଲିଣ୍ଡର ଫାଟି ନିଆଁ ଲାଗି ସମ୍ପୂର୍ଣ୍ଣ ଘର ଜଳିଯାଇଛି । ୩ ଗୁରୁତର ପୁଅଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତିକରାଯାଛି । ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ ।

     

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.3 ° C
    28.3 °
    28.3 °
    70 %
    1.4kmh
    0 %
    Sun
    26 °
    Mon
    30 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ