Tuesday, March 17, 2026
23.4 C
Odisha

    ଘନଉଛି ବିପଦ; ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’

    ଆଗକୁ ପଢନ୍ତୁ

    ପାଖଉଛି ବାତ୍ୟା, ଘନଉଛି ବିପଦ । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ‘ଦାନା’ । ବାତ୍ୟା ପ୍ରଭାବରେ ଲଗାଣ ବର୍ଷା ଓ ତୁହାକୁ ତୁହା ପବନର ବେଗ ବଢିବାରେ ଲାଗିଛି। ଗତ ୬ ଘଣ୍ଟାରେ ୧୦ କିମି ବେଗରେ ଗତି କରୁଛି ବାତ୍ୟା ‘ଦାନା’ । ପାରାଦୀପର ଦକ୍ଷିଣପୂର୍ବକୁ ୧୫୦ କିମି ଦୂରରେ ବାତ୍ୟା ରହିଥିବାବେଳେ ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୧୮୦ କିମି ଦୂରରେ ଅବସ୍ଥିତି ରହିଛି। ସାଗର ଦ୍ବୀପର ଦକ୍ଷିଣକୁ ୨୫୦ କିମି ଦୂରରେ ରହିଛି । ଆଜି ମଧ୍ୟରାତି ଓ କାଲି ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ଦାନା’ । ଆଜି ରାତିରୁ କାଲି ସକାଳ ୯ଟା ଯାଏ ଗୁରୁତ୍ବପୂର୍ଣ୍ଣ। ଲ୍ୟାଣ୍ଡଫଲବେଳେ ପବନର ବେଗ ୧୦୦ରୁ ୧୨୦ କିମି ରହିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.4 ° C
    23.4 °
    23.4 °
    43 %
    1.4kmh
    100 %
    Tue
    36 °
    Wed
    37 °
    Thu
    36 °
    Fri
    34 °
    Sat
    34 °

    ସମ୍ବନ୍ଧିତ