Friday, April 3, 2026
27 C
Odisha

    ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟା

    ଆଗକୁ ପଢନ୍ତୁ

    ଖୋର୍ଦ୍ଧା : ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟା। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଖୋର୍ଦ୍ଧା ଜଟଣୀ ଥାନା ଅଞ୍ଚଳରେ । ମୃତକ ବିକାଶ ନଗରର ମାନସ ଦଳେଇ ବୋଲି ଜଣାପଡିଛି। ଗତକାଲି ବିଳମ୍ବିତ ରାତିରେ ମାନସ ଘରେ ଥିବାବେଳେ କିଛି ଦୁର୍ବୁତ୍ତ ତାଙ୍କୁ ଘରୁ ଡାକି ନେଇଥିଲେ। ଏବଂ ବିଚ୍ ବଜାର ଉପରେ ସଂଘବଦ୍ଧ ଭାବେ ହତ୍ୟା କରିଥିଲେ। ଫଳରେ ଘଟଣାସ୍ଥଳରେ ମାନସଙ୍କର ମୃତ୍ୟୁ ଘଟିଥିଲା। ହତ୍ୟାକାଣ୍ଡ ପଛରେ ନିଶା କାରବାର ଓ ଜମି ଜବରଦଖଲ ଥିବା ନେଇ ସନ୍ଦେହ କରାଯାଉଛି। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27 ° C
    27 °
    27 °
    42 %
    1.2kmh
    0 %
    Fri
    40 °
    Sat
    39 °
    Sun
    38 °
    Mon
    38 °
    Tue
    39 °

    ସମ୍ବନ୍ଧିତ