Monday, March 23, 2026
22 C
Odisha

    ଘରୋଇ ୟୁନିଭର୍ସିଟି ହଷ୍ଟେଲରୁ ମିଳିଲା ଝୁଲନ୍ତା ମୃତଦେହ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଶୁକ୍ରବାର ଘରୋଇ ୟୁନିଭର୍ସିଟି ହଷ୍ଟେଲରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏହି ମୃତ ଛାତ୍ର ଜଣକ ଛତିଶଗଡ଼ର ବୋଲି ଜଣାପଡିଛି। ତେବେ ଏହି ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଏହି ଘଟଣା ବର୍ତ୍ତମାନ ଭୁବନେଶ୍ୱରରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।ଗତକାଲି ହଷ୍ଟେଲ ରୁମରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ମେଡିକାଲ କୋଚିଂ ନେଉଥିବା ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା । ସୂଚନାନୁଯାୟୀ, ପଟିଆ ସ୍ଥିତ ଏକ ଘରୋଇ କୋଚିଂ ସେଣ୍ଟର ହଷ୍ଟେଲରୁ ମୃତଦେହ ଉଦ୍ଧାର ହୋଇଥିଲା । ମୃତ ଛାତ୍ରୀଙ୍କ ଘର କଟକ। ସେ ହଷ୍ଟେଲରେ ରହି ପାଠ ପଢୁଥିଲେ । ହତ୍ୟା ନା ନିଜେ ଜୀବନ ହାରିଛନ୍ତି, ତାହା ବର୍ତ୍ତମାନ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ପୋଲିସ ଛାନଭିନ ଆରମ୍ଭ କରିଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22 ° C
    22 °
    22 °
    34 %
    1.4kmh
    1 %
    Sun
    22 °
    Mon
    33 °
    Tue
    36 °
    Wed
    38 °
    Thu
    39 °

    ସମ୍ବନ୍ଧିତ