Friday, May 29, 2026
28 C
Odisha

    ଚଳିତ ବର୍ଷରୁ ଓଡ଼ିଆରେ ପଢ଼ା ହେବ +୨ ବିଜ୍ଞାନ ପାଠ୍ୟକ୍ରମ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଚଳିତ ବର୍ଷରୁ ଓଡ଼ିଆରେ ପଢ଼ା ହେବ +୨ ବିଜ୍ଞାନ ପାଠ୍ୟକ୍ରମ I ପ୍ରତି ବିଦ୍ୟାଳୟ ପାଠାଗାରକୁ +୨ ବିଜ୍ଞାନ ପାଠ୍ୟପୁସ୍ତକ ପ୍ରଦାନ I ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି କ୍ରମେ ଓଡ଼ିଆ ଅଧ୍ୟାୟନ ଓ ଗବେଷଣା ସଂସ୍ଥା ଦ୍ୱାରା ପ୍ରସ୍ତୁତ +୨ ବିଜ୍ଞାନ ପାଇଁ ଓଡ଼ିଆରେ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି ।

    ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ମାଧ୍ୟମରେ ସାତଶହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଠାଗାରକୁ ଓଡ଼ିଆରେ ରଚିତ ବିଜ୍ଞାନ ପାଠ୍ୟପୁସ୍ତକ ଯୋଗାଇ ଦିଆଯିବା ସହିତ ବିଜ୍ଞାନ ଶିକ୍ଷକଙ୍କ ପାଇଁ ସ୍ୱତନ୍ତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଓଡ଼ିଆ ଭାଷାରେ ବିଜ୍ଞାନ ଶିକ୍ଷାର ଉପାଦେୟତା ଓ ଆବଶ୍ୟକ ତା ବିଷୟରେ ସୂଚନା ଦିଆଯାଇଛି । ଫଳରେ ରାଜ୍ୟର ମେଧାବୀ ଛାତ୍ରଛାତ୍ରୀ ଏହାହାରା ଉପକୃତ ହେବେ । ଓଡ଼ିଆରେ ନିଟ ଓ ଜେଇଇ ପରୀକ୍ଷା ପ୍ରଶ୍ନ ପତ୍ର ଆସୁଥିବାରୁ ଓଡ଼ିଆ ରେ ଯୁକ୍ତ୨ ବିଜ୍ଞାନ ପଢ଼ୁଥିବା ପିଲା ସୁଫଳ ପାଇପାରିବେ ବୋଲି କୁହାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28 ° C
    28 °
    28 °
    60 %
    1.4kmh
    100 %
    Fri
    25 °
    Sat
    41 °
    Sun
    39 °
    Mon
    40 °
    Tue
    42 °

    ସମ୍ବନ୍ଧିତ