Tuesday, September 8, 2026
25.2 C
Odisha

    ଚଳିତ ବର୍ଷରୁ ଓଡ଼ିଆରେ ପଢ଼ା ହେବ +୨ ବିଜ୍ଞାନ ପାଠ୍ୟକ୍ରମ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ଚଳିତ ବର୍ଷରୁ ଓଡ଼ିଆରେ ପଢ଼ା ହେବ +୨ ବିଜ୍ଞାନ ପାଠ୍ୟକ୍ରମ  I  ପ୍ରତି ବିଦ୍ୟାଳୟ ପାଠାଗାରକୁ +୨ ବିଜ୍ଞାନ ପାଠ୍ୟପୁସ୍ତକ ପ୍ରଦାନ  I  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି କ୍ରମେ ଓଡ଼ିଆ ଅଧ୍ୟାୟନ ଓ ଗବେଷଣା ସଂସ୍ଥା ଦ୍ୱାରା ପ୍ରସ୍ତୁତ +୨ ବିଜ୍ଞାନ ପାଇଁ ଓଡ଼ିଆରେ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି  ।

    ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ମାଧ୍ୟମରେ ସାତଶହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଠାଗାରକୁ ଓଡ଼ିଆରେ ରଚିତ ବିଜ୍ଞାନ ପାଠ୍ୟପୁସ୍ତକ ଯୋଗାଇ ଦିଆଯିବା ସହିତ ବିଜ୍ଞାନ ଶିକ୍ଷକଙ୍କ ପାଇଁ ସ୍ୱତନ୍ତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।  ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଓଡ଼ିଆ ଭାଷାରେ ବିଜ୍ଞାନ ଶିକ୍ଷାର ଉପାଦେୟତା ଓ ଆବଶ୍ୟକ ତା ବିଷୟରେ ସୂଚନା ଦିଆଯାଇଛି  ।  ଫଳରେ ରାଜ୍ୟର ମେଧାବୀ ଛାତ୍ରଛାତ୍ରୀ ଏହାହାରା ଉପକୃତ ହେବେ  ।  ଓଡ଼ିଆରେ ନିଟ ଓ ଜେଇଇ ପରୀକ୍ଷା ପ୍ରଶ୍ନ ପତ୍ର ଆସୁଥିବାରୁ ଓଡ଼ିଆ ରେ ଯୁକ୍ତ୨ ବିଜ୍ଞାନ ପଢ଼ୁଥିବା ପିଲା ସୁ

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.2 ° C
    25.2 °
    25.2 °
    90 %
    1.5kmh
    96 %
    Tue
    25 °
    Wed
    31 °
    Thu
    30 °
    Fri
    27 °
    Sat
    29 °

    ସମ୍ବନ୍ଧିତ