Monday, October 19, 2026
21.6 C
Odisha

    ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଦେଖିବା କିମ୍ବା ଡାଉନ୍‌ଲୋଡ କରିବା ଅପରାଧ: ସୁପ୍ରିମକୋର୍ଟ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଉପରେ ସୁପ୍ରିମକୋର୍ଟଙ୍କ ବଡ ନିଷ୍ପତ୍ତି । ମାଡ୍ରାସ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ପ୍ରତ୍ୟାଖ୍ୟାନ କଲେ ସୁପ୍ରିମକୋର୍ଟ। ଏଣିକି ଚାଇଲ୍ଡ ପର୍ଣ୍ଣୋଗ୍ରାଫି ସହ ଜଡିତ ଜିନିଷ ଡାଉନଲୋଡ କରିବା କିମ୍ବା ନିଜ ପାଖରେ ରଖି ଦେଖିଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ। ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ ଶିଶୁ ଅଶ୍ଳୀଳତା ଡାଉନଲୋଡ୍ କିମ୍ବା ଦେଖିବା ପୋକ୍ସୋ ଅଧିନିୟମ ଅଟେ । ମାଡ୍ରାସ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦର୍ଶାଯାଇଛି ଯେ କେବଳ ଶିଶୁ ଅଶ୍ଳୀଳତା ଡାଉନଲୋଡ୍ ଏବଂ ଦେଖିବା ପୋକ୍ସୋ ଆକ୍ଟ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ଅଧିନିୟମ ନୁହେଁ । ‘ଶିଶୁ ଅଶ୍ଳୀଳତା’ ଶବ୍ଦକୁ ‘ଶିଶୁ ଯୌନ ଶୋଷଣ ଏବଂ ଅପବ୍ୟବହାର ସାମଗ୍ରୀ’ ସହିତ ବଦଳାଇବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେଇଛନ୍ତି । ‘ଅଶ୍ଳୀଳତା’ ଶବ୍ଦକୁ ଆଉ ବ୍ୟବହାର ନକରିବାକୁ ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି । ସୁପ୍ରିମକୋର୍ଟ କହିଛନ୍ତି ଯେ, ଆଇନଗତ ଭାବେ ଏପରି ସାମଗ୍ରୀ ଧାରଣ କରିବା ମଧ୍ୟ ଏକ ଅପରାଧ। ଶିଶୁ ଅଶ୍ଳୀଳତା’ ଶବ୍ଦକୁ ‘ଶିଶୁ ଯୌନ ଶୋଷଣ ଏବଂ ଅପବ୍ୟବହାର ସାମଗ୍ରୀ’ ସହିତ ବଦଳାଇବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେଇଛନ୍ତି । ‘ଅଶ୍ଳୀଳତା’ ଶବ୍ଦକୁ ଆଉ ବ୍ୟବହାର ନକରିବାକୁ ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.6 ° C
    21.6 °
    21.6 °
    92 %
    1kmh
    54 %
    Mon
    30 °
    Tue
    30 °
    Wed
    30 °
    Thu
    29 °
    Fri
    29 °

    ସମ୍ବନ୍ଧିତ