Friday, October 30, 2026
22 C
Odisha

    ଚିପ୍ସ ପ୍ୟାକେଟରେ ଥିବା ଖେଳନା ଗିଳିଦେଲା ପିଲା, ଶିଶୁପୁତ୍ରକୁ ମୃତ ଘୋଷଣା କଲେ ଡାକ୍ତର

    ଆଗକୁ ପଢନ୍ତୁ

    ଦାରିଙ୍ଗବାଡ଼ି: ଖେଳନା ନେଲା ଜୀବନ । ଚାଲିଗଲା ୪ ବର୍ଷ ଶିଶୁର ଜୀବନ । ଚିପ୍ସ ପ୍ୟାକେଟରେ ଥିବା ଖେଳନା ଗିଳି ଶିଶୁ ମୃତ । ବ୍ରାହ୍ମଣୀଗାଁ ଥାନା ମୁସୁମାହାପଡ଼ାରେ ଅଭାବନୀୟ ଘଟଣା । ଶିଶୁଟି ବାପାମାଆଙ୍କ ସହ ଯାଇ ମକା ଖେତରେ ଖେଳୁଥିଲା ।

    ସେଠାରେ ଚିପ୍ସ ପ୍ୟାକେଟରେ ଥିବା ଖେଳନା ବନ୍ଧୁକକୁ ଗିଳି ଦେଇଥିଲା । ଗୁରୁତର ଅବସ୍ଥାରେ ଶିଶୁକୁ ଦାରିଙ୍ଗବାଡ଼ି ମେଡ଼ିକାଲରେ ଭର୍ତ୍ତି କରିଥିଲେ ପରିବାର ଲୋକ । ସେଠାରେ ଶିଶୁପୁତ୍ରକୁ ମୃତ ଘୋଷଣା କରିଥିଲେ ଡାକ୍ତର । ଏହାକୁ ନେଇ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    22 ° C
    22 °
    22 °
    98 %
    2.4kmh
    100 %
    Thu
    22 °
    Fri
    28 °
    Sat
    29 °
    Sun
    28 °
    Mon
    29 °

    ସମ୍ବନ୍ଧିତ