Sunday, February 1, 2026
30 C
Odisha

    ଚୀନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ   :   ଚୀନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତିଆନଜିନ୍‌ରେ ମୋଦୀଙ୍କୁ କରାଯାଇଛି ଭବ୍ୟ ସ୍ୱାଗତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାତ ବର୍ଷ ପରେ ଚୀନ ଗସ୍ତରେ ଯାଇଛନ୍ତି । ଚୀନରେ ପ୍ରଧାନମନ୍ତ୍ରୀ ମୋଦୀ ଏସସିଓ ସମ୍ମିଳନୀରେ ଯୋଗ ଦେବେ। ଚୀନରେ ପ୍ରଧାନମନ୍ତ୍ରୀ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ମଧ୍ୟ ସାକ୍ଷାତ କରିବେ। ଆମେରିକା ସହିତ ଶୁଳ୍କ ବିବାଦ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଚୀନ ଗସ୍ତ ହେଉଛି ଏବଂ ଏହାକୁ ଦୁଇ ଦେଶ ମଧ୍ୟରେ ସମ୍ପର୍କ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    30 ° C
    30 °
    30 °
    26 %
    3.2kmh
    87 %
    Sun
    28 °
    Mon
    31 °
    Tue
    31 °
    Wed
    32 °
    Thu
    33 °

    ସମ୍ବନ୍ଧିତ