Thursday, August 13, 2026
26.8 C
Odisha

    ଚେନ୍ନାଇରେ ନିର୍ମାଣାଧୀନ କୋଠା ଭୁଶୁଡ଼ି ୯ ଜଣଙ୍କ ମୃତ୍ୟୁ

    ଆଗକୁ ପଢନ୍ତୁ

    ଚେନ୍ନାଇ: ଚେନ୍ନାଇରେ ନିର୍ମାଣାଧୀନ କୋଠା ଭୁଶୁଡ଼ି ୯ ଜଣଙ୍କ ମୃତ୍ୟୁ । ଉତ୍ତର ଚେନ୍ନାଇ ଅଞ୍ଚଳରେ ଘଟିଛି ଏ ଅଘଟଣ । ମୃତ ୯ ଜଣ ଆସାମର । ଥର୍ମାଲ ପାୱାର ଷ୍ଟେସନର ନିର୍ମାଣାଧୀନ କୋଠାଟି ଭୁଶୁଡି ପଡ଼ିଥିଲା । ୫ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାରକରାଯାଇଛି । ଆହୁରି ଅନେକ ଚାପି ହୋଇ ରହିଥିବା ଆଶଙ୍କା କରାଯାଇଛି । ଘଟଣାସ୍ଥଳ ଉଦ୍ଧାରକାରୀ ଦଳ ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ଗୁରୁତର ମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ୨ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    26.8 ° C
    26.8 °
    26.8 °
    87 %
    1.8kmh
    100 %
    Thu
    27 °
    Fri
    25 °
    Sat
    25 °
    Sun
    24 °
    Mon
    26 °

    ସମ୍ବନ୍ଧିତ