Thursday, October 29, 2026
22.8 C
Odisha

    ଛାତ୍ରୀଙ୍କୁ ଦୁଷ୍କର୍ମ କରି ସାହିତ୍ୟ ସାର୍ ଗିରଫ, କାହାକୁ ନକହିବାକୁ ଦେଉଥିଲେ ଧମକ

    ଆଗକୁ ପଢନ୍ତୁ

    ବଣାଇ: ଛାତ୍ରୀଙ୍କୁ ଦୁଷ୍କର୍ମ କରି ସାହିତ୍ୟ ସାର୍ ଗିରଫ । ଥରେ ନୁହେଁ, ଏକାଧିକ ଥର ଦୁଷ୍କର୍ମ କରିଥିବା ଅଭିଯୋଗ । ସୁନ୍ଦରଗଡ ଜିଲ୍ଲା ଲହୁଣୀପଡ଼ା ଅଞ୍ଚଳର ଘଟଣା । ଲହୁଣୀପଡ଼ା ଥାନା ହଳଦିକୁଦର ସରକାରୀ ଉଚ୍ଚ ବିଦ୍ୟାଳୟର ସାହିତ୍ୟ ଶିକ୍ଷକ ତାପସ ବାଡାଇ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଗିରଫ ହୋଇଛନ୍ତି ।

    ଆଧାର ସଂଶୋଧନ କରିବା ବାହାନା କରି ସଂପୃକ୍ତ ଛାତ୍ରୀଙ୍କୁ ବଣାଇକୁ ଆଣୁଥିଲେ। ପରେ ନିଜ ଭଡ଼ା ଘରକୁ ନେଇ ଦୁଷ୍କର୍ମ କରୁଥିଲେ। କାହାକୁ ନକହିବାକୁ ଧମକ ଦେଉଥିଲେ। ଆଜି ଛାତ୍ରୀ ଜଣଙ୍କ ଥାନାରେ ଏତଲା ଦେବା ପରେ ଅଭିଯୁକ୍ତ ଶିକ୍ଷକ ତାପସ୍ ସାର୍ ଙ୍କୁ ଗିରଫ କରିଛି ଲହୁଣୀପଡ଼ା ଥାନା ପୋଲିସ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    22.8 ° C
    22.8 °
    22.8 °
    96 %
    3.7kmh
    100 %
    Thu
    23 °
    Fri
    27 °
    Sat
    28 °
    Sun
    29 °
    Mon
    25 °

    ସମ୍ବନ୍ଧିତ