Sunday, March 22, 2026
23.1 C
Odisha

    ଛାତ୍ରୀଛାତ୍ରଙ୍କୁ ୫ ହଜାର ଦେବେ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ୧୫୬ କୋଟି ଖର୍ଚ୍ଚ ହେବ, ଏଥିରେ ୩ ଲକ୍ଷ ଛାତ୍ରୀଛାତ୍ର ଉପକୃତ ହେବେ। ନବମ, ଏକାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    23.1 ° C
    23.1 °
    23.1 °
    53 %
    1.4kmh
    64 %
    Sat
    22 °
    Sun
    33 °
    Mon
    35 °
    Tue
    37 °
    Wed
    39 °

    ସମ୍ବନ୍ଧିତ