Friday, May 29, 2026
28.1 C
Odisha

    ଜଣେ ଜିଲ୍ଲାପାଳ ଓ ଦୁଇ ଜଣ ଏସପିଙ୍କୁ ବଦଳି ନିର୍ଦ୍ଦେଶ ଦେଲେ ନିର୍ବାଚନ କମିସନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ଓଡ଼ିଶାର ଜଣେ ଜିଲ୍ଲାପାଳ ଓ ୨ ଜଣ ଏସପିଙ୍କୁ ବଦଳି କରିବାକୁ ଭାରତର ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ଢେଙ୍କାନାଳ ଜିଲ୍ଲାପାଳ, କଟକ ଗ୍ରାମାଞ୍ଚଳ ଏସପି ଓ ଦେବଗଡ଼ ଏସପିଙ୍କୁ ବଦଳି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଣ-କ୍ୟାଡର ଜିଲ୍ଲାପାଳ ଏବଂ ଏସପିଙ୍କୁ ମଧ୍ୟ ବଦଳି କରିବାକୁ ନିର୍ବାଚନ କମିସନ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା ସମେତ ଗୁଜରାଟ, ପଞ୍ଜାବ ଏବଂ ପଶ୍ଚିମବଙ୍ଗରେ ଅଣକ୍ୟାଡର ଏସପି ଓ ଜିଲ୍ଲାପାଳଙ୍କୁ ବଦଳି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୪ ରାଜ୍ୟର ମୋଟ ୫ ଜିଲ୍ଲାପାଳ, ୮ ଜଣ ଏସପି ଏବଂ ଏସଏସପିଙ୍କୁ ବଦଳି କରିବାକୁ ଭାରତର ନିର୍ବାଚନ କମିସନ ନିର୍ଦ୍ଦେଶ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    28.1 ° C
    28.1 °
    28.1 °
    57 %
    1.7kmh
    36 %
    Thu
    27 °
    Fri
    44 °
    Sat
    40 °
    Sun
    40 °
    Mon
    40 °

    ସମ୍ବନ୍ଧିତ