Tuesday, September 8, 2026
25.2 C
Odisha

    ଜମ୍ମୁ ଓ କାଶ୍ମୀରରେ ଭୂକମ୍ପ ଝଟକା, ତୀବ୍ରତା ୪.୨

    ଆଗକୁ ପଢନ୍ତୁ

    ଜମ୍ମୁ-କାଶ୍ମୀର :  ଆଜି ସକାଳେ ଜମ୍ମୁ ଓ କାଶ୍ମୀରରେ ଭୂକମ୍ପ ଅନୁଭୂତ ହୋଇଛି । ଯାହାର ତୀବ୍ରତା ୪.୨ ଥିବା ଜଣାପଡିଛି । ଭୂମିକମ୍ପର ଝଟକା ଅଞ୍ଚଳର ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଥିଲା ​​। ଫଳରେ ଅନେକ ଲୋକ ଘରୁ ବାହାରକୁ ବାହାରି ଆସିଥିଲେ। ରବିବାର ରାତି ୧ ଟା ୨୫ ମିନିଟରେ ଭୂମିକମ୍ପ ହୋଇଥିଲା । ଭୂମିକମ୍ପର କେନ୍ଦ୍ରସ୍ଥଳ ପୃଥିବୀ ପୃଷ୍ଠରୁ ୫ କିଲୋମିଟର ଗଭୀରତାରେ ଥିବା ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ।

    ସୂଚନାଯୋଗ୍ୟ ପୂର୍ବରୁ ପଶ୍ଚିମବଙ୍ଗର କୋଲକାତାରେ ଭୂକମ୍ପ ଅନୁଭୂତ ହୋଇଥିଲା । ଯାହାର ତୀବ୍ରତା ୫.୪ ଥିଲା । କୋଲାକାତା ସମେତ ଅନ୍ୟାନ୍ୟ ଆଖପାଖ ଅଞ୍ଚଳରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ଯାହା ଦ୍ବିପହର ୧ଟା ୨୦ ମିନିଟ୍ ସମୟରେ ଅନୁଭୂତ ହୋଇଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ ବାଂଲାଦେଶରେ ଥିଲା ବୋଲି କୌଣସି ଏକ ସୂତ୍ରରୁ ପ୍ରକାଶ ପାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.2 ° C
    25.2 °
    25.2 °
    90 %
    1.5kmh
    96 %
    Tue
    25 °
    Wed
    31 °
    Thu
    30 °
    Fri
    27 °
    Sat
    29 °

    ସମ୍ବନ୍ଧିତ