Wednesday, April 1, 2026
25.3 C
Odisha

    ଜମ୍ମୁ କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ

    ଆଗକୁ ପଢନ୍ତୁ

    ଜମ୍ମୁ କଶ୍ମୀର : ଜମ୍ମୁ କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ ହୋଇଛି । ଆରଏମଏଲ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବିୟୋଗ ହୋଇଥିବା ସୂଚନା ମିଳିଛି । ୭୯ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ସେ ପୂର୍ବରୁ ଗୋଆ, ମେଘାଳୟର ରାଜ୍ୟପାଳ ରହିଛନ୍ତି । କିଛିଦିନ ହେଲାଣି ହସପିଟାଲରେ ଭର୍ତ୍ତି ହୋଇଥିଲେ । ଅବସ୍ଥା ଗୁରୁତର ଥିବାରୁ ଆଇସିୟୁରେ ଭର୍ତ୍ତି ହୋଇଥିଲେ । ଓଡ଼ିଶାର ରାଜ୍ୟପାଳ ଭାବେ ଅତିରିକ୍ତ ଦାୟିତ୍ବ ମଧ୍ୟ ତୁଲାଇଥିଲେ । ୨୦୧୮ ମାର୍ଚ୍ଚ ୨୧ରୁ ମେ ୨୮ ପର୍ଯ୍ୟନ୍ତ ଅତିରିକ୍ତ ଦାୟିତ୍ବ ତୁଲାଇଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.3 ° C
    25.3 °
    25.3 °
    35 %
    0.8kmh
    5 %
    Wed
    39 °
    Thu
    41 °
    Fri
    41 °
    Sat
    39 °
    Sun
    38 °

    ସମ୍ବନ୍ଧିତ