Sunday, September 13, 2026
27.6 C
Odisha

    ଜରୁରୀ ଖବର; ଜାଣନ୍ତୁ କେମିତିି କରିବେ ରାଶନ E-KYC ଅପ୍‌ଡେଟ୍‌

    ଆଗକୁ ପଢନ୍ତୁ

    ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍‌ କରାଯାଉଛି। ନାଁ ଏବଂ ଆଧାର କାର୍ଡ ଯାଞ୍ଚ ପରେ ହିତାଧିକାରୀଙ୍କ ଦସ୍ତଖତ ଓ ଟିପଚିହ୍ନ ନିଆଯାଉଛି। କିଛି ସ୍ଥାନରେ ଆଇ ସ୍କାନ୍‌ ମଧ୍ୟ କରାଯାଉଛି। ପରିବାରର ଯେଉଁ ସଦସ୍ୟଙ୍କ ନାମରେ ରାଶନ ସାମଗ୍ରୀ ମିଳୁଛି, ସେମାନଙ୍କର ଯାଞ୍ଚ କରାଯାଉଛି। ପରେ E-KYC ମାଧ୍ୟମରେ ଡିଲର ଅପ୍‌ଡେଟ୍‌ । ମାସେ ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଚାଲୁରହିବ।

    ଅନ୍ୟପକ୍ଷରେ ଏହି E-KYC ଅପଡେଟ୍‌କୁ ନେଇ ଚିନ୍ତାରେ ପଡ଼ିଛନ୍ତି ହିତାଧିକାରୀ। ଘରର ଅନେକ ସଦସ୍ୟ ବାହାର ରାଜ୍ୟ, ଏପରିକି ଦେଶ ବାହାରେ କାମ କରୁଛନ୍ତି। ସରକାର ନିର୍ଦ୍ଧାରିତ କରିଥିବା ମାସକ ମଧ୍ୟରେ ସମସ୍ତେ କେମିତି ଆସି ବାୟୋମେଟ୍ରିକ ଦେବେ ବୋଲି ହିତାଧିକାରୀ ପ୍ରଶ୍ନ ଉଠାଇଛନ୍ତି। ଏହି ଅବଧିକୁ ବଢ଼ାଇବା ପାଇଁ ହିତାଧିକାରୀଙ୍କ ପକ୍ଷରୁ ଜୋର୍‌ଦାର ଦାବି ହେଉଛି। E-KYC ଅପ୍‌ଡେଟ୍‌କୁ ନେଇ ବୁଧବାର ବିଧାନସଭାେରେ ଉଦ୍‌ବେଗ ପ୍ରକାଶ କରିଥିଲେ ବହୁ ବିଧାୟକ। ଏନେଇ ଯୋଗାଣ ମନ୍ତ୍ରୀଙ୍କ ଅନୁପସ୍ଥିତିରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଥିଲେ ହିତାଧିକାରୀଙ୍କ ସମସ୍ୟା ପ୍ରତି ଧ୍ୟାନ ଦିଆଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.6 ° C
    27.6 °
    27.6 °
    75 %
    2.2kmh
    66 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ